ନଜର ପକାନ୍ତୁ କେତେ ରହିଛି ଆଜିର ସୁନା ଦର
କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର। ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୧୬୦…