Gold Silver Price: ବଢିଲା ସୁନା ଦର ସ୍ଥିର ରହିଛି ରୁପା ଦାମ୍, ଜାଣନ୍ତୁ କେତେ ବଢିଲା
ଭୁବନେଶ୍ୱର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୫୮୦ ଟଙ୍କା ରହିଛି । ସେହିପରି…