ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍
ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜିବି କିଛିଟା ବଢିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର…