କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ
କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୪୧୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ…