ସୁନା ଓ ରୁପା ଦାମ୍ରେ ଆସିଲା ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ଦାମ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨.୦୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭.୬୫୦ ଟଙ୍କା ଓ…