Browsing Tag

gold trader dead body found

୧୭ ଦିନ ପରେ ଠାବ ହେଲା ନିଖୋଜ ସୁନା ବ୍ୟବସାୟୀ ଗଜାନନ ମେହେରଙ୍କ ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ହାତୀସରା ଗାଁର ନିଖୋଜ ଥିବା ସୁନା ବ୍ୟବସାୟୀ ଗଜାନନ ମେହେରଙ୍କ ମୃତଦେହ ଠାବ ହୋଇଛି। ପାଖାପାଖି ୧୭ ଦିନ ପରେ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ଦେଓଗାଁ ଓ ପାଟଣାଗଡ଼ ଥାନା ସୀମାରେ ଥିବା ମୁଦଘାଟ- ଚିପାକାନୀ ଜଙ୍ଗଲରେ ତାଙ୍କ ଶବ…