ପଶ୍ଚିମବଙ୍ଗ: ବିଷାକ୍ତ ଖଟାପାଣି ମିଶା ଗୁପ୍ଚୁପ୍ ଖାଇ ୧୦୦ରୁ ଅଧିକ ଲୋକ ଗୁରୁତର, ଅଞ୍ଚଳରେ ଭୟର ବାତାବରଣ
ପଶ୍ଚିମବଙ୍ଗର ହୁଗୁଳି ଅଞ୍ଚଳରେ ବିଷାକ୍ତ ଗୁପ୍ଚୁପ୍ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇ ପଡ଼ିଛନ୍ତି। ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏତେ ସଂଖ୍ୟକ ଲୋକ ଅସୁସ୍ଥ ହେବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବତାବରଣ ସୃଷ୍ଟି ହୋଇଛି। ସେପଟେ ସ୍ୱାସ୍ଥ୍ୟ ବିଭାଗ ଟିମ୍…