ଭୁବନେଶ୍ୱର ମଞ୍ଚେଶ୍ୱର ୟାର୍ଡରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ରେଲ ଚଳାଚଳା ପ୍ରଭାବିତ
ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ୟାର୍ଡରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ। ଭୁବନେଶ୍ବର ରେଳ ଷ୍ଟେସନ ଅତିକ୍ରମ ପରେ ଲାଇନଚ୍ୟୁତ ହୋଇଛି । ଟ୍ରେନ୍ ଚଳାଚଳ ବିଶେଷ ପ୍ରଭାବିତ ହୋଇନାହିଁ । ଖୁବଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି…