କିସରେ ଉତ୍କଳମଣି ଗୋପବନ୍ଧୁ ଜୟନ୍ତୀ ପାଳିତ
କିସରେ ଆଜି ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁଙ୍କ ୧୪୭ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ କିସ୍ ପରିସରରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି…