ଶେଷରେ ଇସ୍ତଫା ଦେଲେ ଶ୍ରୀଲଙ୍କାର ରାଷ୍ଟ୍ରପତି,ମାଳଦ୍ବୀପରୁ ଗଲେ ସିଙ୍ଗାପୁର
ନୂଆଦିଲ୍ଲୀ : ଜରୁରୀକାଳୀନ ପରିସ୍ଥିତି ଓ ବିରୋଧ ପ୍ରଦର୍ଶନ ମଧ୍ୟରେ ଶ୍ରୀଲଙ୍କାର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଯାଇଛି। ଏହି ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ମାଲଦ୍ୱୀପରୁ ସିଙ୍ଗାପୁର ଯାଇଛନ୍ତି। ଏଥିସହିତ ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷ ଶେଷରେ ନିଜ ପଦରୁ ଇସ୍ତଫା…