ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଇଲେକ୍ଟ୍ରିକ୍ ଗାଡ଼ି କିଣିବାକୁ ବିନା ସୁଧରେ ଅଗ୍ରୀମ ଋଣ ଦେବେ ସରକାର
ଭୁବନେଶ୍ୱର (କେନ୍ୟୁଜ): ଇଲେକ୍ଟ୍ରିକ୍ ଗାଡ଼ି କିଣିବା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ । ବିନା ସୁଧରେ ଅଗ୍ରୀମ ରାଶି ଦେବାକୁ ଘୋଷଣା କରିଛନ୍ତି ସରକାର । ତେବେ ୨୦୨୫ ଡିସେମ୍ବର ୩୧ ମଧ୍ୟରେ ଏନେଇ ଆବେଦନ କରିପାରିବେ ସରକାର କର୍ମଚାରୀ । ଏନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ…