କେନ୍ୟୁଜ୍(ବ୍ୟୁରୋ): ପୁରୀ ସ୍ୱର୍ଗଦ୍ୱାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ଙ୍କ ଧର୍ମପତ୍ନୀଙ୍କ ଶେଷକୃତ୍ୟ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଗତକାଲି ରାତିରେ…