Below header
Browsing Tag

govind sahu

ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ): ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମମିତା ମେହେରଙ୍କ ଡିଏନଏ ରିପୋର୍ଟର ସାମଞ୍ଜସ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ଜେଲ ପରିସରରେ ମୃତ୍ୟୁ ହେବା ଏକ ଗମ୍ଭୀର ପ୍ରସଙ୍ଗ ।…

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା: ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଖାରଜ

କଣ୍ଟାବାଞ୍ଜି(କେନ୍ଯୁଜ୍): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଖାରଜ । ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ୍‌ ଆବେଦନ ଖାରଜ କରିଛନ୍ତି କଣ୍ଟାବାଞ୍ଜି ଏଡିଜେ କୋର୍ଟ । ଜାମିନ୍‌ ଆବେଦନ ନେଇ ଶୁଣାଣି ଶେଷ ପରେ ରାୟ ସଂରକ୍ଷିତ ରଖିଥିଲେ…