Browsing Tag

govt employees

ସମ୍ପତ୍ତି ଘୋଷଣା ବିନା ଓଡ଼ିଶା ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ମିଳିବ ନାହିଁ

ଭୁବନେଶ୍ୱର: ସମ୍ପତ୍ତି ତାଲିକା ନଦେଲେ ହେବନି ପ୍ରମୋସନ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ଚିଠି। ସବୁ ବିଭାଗକୁ ଚିଠି ଲେଖିଲେ ACS ସୁରେନ୍ଦ୍ର କୁମାର । ଜାନୁଆରି ସୁଦ୍ଧା ସବୁ ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ଦେବାକୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପୂର୍ବରୁ…

ସରକାରୀ କର୍ମଚାରୀଙ୍କୁ ମିଳିବ ୪୨ ଦିନର ଛୁଟି, ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ରର ନିଷ୍ପତ୍ତି

କେନ୍ଦ୍ର ସରକାର ଅଙ୍ଗଦାନ ଉପରେ ସରକାରୀ କର୍ମଚାରୀମାନଙ୍କୁ ୪୨ ଦିନର ସ୍ୱତନ୍ତ୍ର ଛୁଟି ଦେବାର ବ୍ୟବସ୍ଥା କରିଛନ୍ତି ।  କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଲୋକସଭାରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ୨୦୨୩ ମସିହାରେ କାର୍ମିକ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ…

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର: ୫ ବର୍ଷରେ ଚାକିରି ହରାଇଛନ୍ତି ୧୫୯ ସରକାରୀ ଅଧିକାରୀ

ଭୁବନେଶ୍ୱର : ଗୃହରେ ଉଠିଲା ଦୁର୍ନୀତି ପ୍ରସଙ୍ଗ । ଦୁର୍ନୀତି ଓ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା ହୋଇଛନ୍ତ ବୋଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ରାଜ୍ୟକୁ ଦୁର୍ନୀତି ମୁକ୍ତ କରିବା ଦିଗରେ ସରକାର ପ୍ରୟାସ ଜାରି…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା ହେଲା କାଳ, ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ…

କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି ।  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା  କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ…

ବଦଳି ପାଇଁ ଚାପ ପକାଇଲେ କାର୍ଯ୍ୟାନୁଷ୍ଠାନ, ସବୁ ବିଭାଗର ସଚିବମାନଙ୍କୁ ଚିଠି କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ବଦଳି ଚାପ ହେବ ବୁମେରାଂ ।  ବଦଳି ପାଇଁ ଚାପ ପକାଇଲେ ହେବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇ ପାରିବେ ନାହିଁ କର୍ମଚାରୀ । ସରକାର ଏ ନେଇ କଡା ମନୋଭାବ ପୋଷଣ କରିଛନ୍ତି । ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି କଲେ ମୁଖ୍ୟ ଶାସନ ସଚିବ ।…

ମତଦାନ ପାଇଁ ସରକାରୀ ଛୁଟି ଘୋଷଣା, ଦୂର ସ୍ଥାନକୁ ଭୋଟ ଦେବାକୁ ଗଲେ ୨ ଦିନ ସ୍ବତନ୍ତ୍ର ଛୁଟି

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନ ସଭା ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ…

କର୍ଣ୍ଣାଟକରେ ଘରେ ପଶି ମହିଳା ଅଫିସରଙ୍କୁ ହତ୍ୟା ଘଟଣା, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କଣ୍ଟ୍ରାକ୍ଟ କର୍ମଚାରୀ…

କର୍ଣ୍ଣାଟକର ଜଣେ ମହିଳା ସରକାରୀ ଅଫିସରଙ୍କ ହତ୍ୟା ମାମଲାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପୋଲିସ ଏହି ମାମଲାରେ ସେହି ବିଭାଗର ଜଣେ ଡ୍ରାଇଭରକୁ ଗିରଫ କରିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ସୂଚନାରୁ ଅନୁମାନ କରାଯାଉଛି । କିଛିଦିନ ପୂର୍ବରୁ…

ବେଙ୍ଗାଲୁରୁରେ ଚାଞ୍ଚଲ୍ୟ: ଘରେ ପଶି ମହିଳା ସରକାରୀ ଅଧିକାରୀଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ

ବେଙ୍ଗାଳୁରୁ (କେନ୍ୟୁଜ): ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । କର୍ଣ୍ଣାଟକ ସରକାରଙ୍କ ଅଧୀନରେ ଖଣି ଓ ଭୂତତ୍ତ୍ବବିତ୍‌ ଭାବେ କାର୍ଯ୍ୟ କରୁଥିବା ଜଣେ ମହିଳାଙ୍କୁ ତାଙ୍କ ବାସଭବନରେ ଛୁରି ଭୁସି ହତ୍ୟା କରାଯାଇଥିବା କଥା ପୋଲିସ କହିଛି। ମହିଳା ଜଣଙ୍କ ହେଲେ ୩୭ ବର୍ଷୀୟ…

ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି: ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା…

କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଛାଡି ଅନ୍ୟ ଜିଲ୍ଲାର ସରକାରୀ କର୍ମଚାରୀ ୩୧ ଜୁଲାଇ ଯାଏଁ ଭୁବନେଶ୍ବରକୁ ଆସିପାରିବେ ନାହିଁ

ଭୁବନେଶ୍ବର(କେନ୍ୟୁଜ୍): ରାଜଧାନୀ ଭୁବନେଶ୍ବରରେ ବଢିଚାଲିଥିବା କରୋନା ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ସତର୍କତା ମୂଳକ ପଦକ୍ଷେପ। ଭୁବନେଶ୍ୱର ଆସିବା ନେଇ ସରକାରୀ କର୍ମଚାରୀଙ୍କ ପାଇଁ  ଜାରି ହେଲା କଟକଣା । ଓଡ଼ିଶା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାରଦିନ ଜାରି ଏକ ନିର୍ଦ୍ଦେଶ…

ସରକାରୀ କର୍ମଚାରୀଙ୍କ ପାଇଁ ସୋସିଆଲ ମିଡିଆ କଟକଣା, ଚାକିରି ସମ୍ବନ୍ଧୀୟ ଅଭିଯୋଗ ସାର୍ବଜନୀନ କରିପାରିବେ ନାହିଁ

ଭୁବନେଶ୍ଵର(କେନ୍ୟୁଜ) : ସରକାରୀ କର୍ମଚାରୀଙ୍କ ପାଇଁ ସୋସିଆଲ ମିଡିଆ କଟକଣା । ସବୁ ବିଭାଗର ସଚିବଙ୍କୁ ଚିଠି ଲେଖିଛନ୍ତି ଗୃହ ସଚିବ ସଞ୍ଜିବ ଚୋପ୍ରା । ଏଣିକି ସରକାରୀ କର୍ମଚାରୀ ସୋସିଆଲ ମିଡିଆରେ ଚାକିରୀ ସମନ୍ଧୀୟ ଅଭିଯୋକକୁ ସାର୍ବଜାନୀନ କରିପାରିବେ ନାହିଁ । ଠିକାରେ କାମ କରୁଥିବା…

ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କରୋନା କଟକଣା: ଜ୍ୱର, ଥଣ୍ଡା, କାଶ ହେଲେ ମିଳିବ ୧୪ ଦିନ ଛୁଟି

ଭୁବନେଶ୍ବର: ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କରୋନା କଟକଣା । ଜ୍ୱର, ଥଣ୍ଡା, କାଶ ହେଲେ ମିଳିବ ୧୪ ଦିନ ଛୁଟି । ସେହିପରି ସରକାରୀ କର୍ମଚାରୀଙ୍କ ଘରୁ ଯଦି କୌଣସି ବ୍ୟକ୍ତି ବିଦେଶରୁ ଫେରିଥିବେ, ତେବେ ସେହି କର୍ମଚାରୀ ମଧ୍ୟ ୧୪ ଦିନ କ୍ୱାରେଣ୍ଟାଇନ୍‌ରେ ରହିବେ । ଏହା ସହ ଲୋକସେବା ଭବନରେ…