NSIC ରେ ଚାକିରି ସୁଯୋଗ, ଗ୍ରାଜୁଏସନ କରିଥିଲେ ତୁରନ୍ତ କରନ୍ତୁ ଆବେଦନ
ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର । ନ୍ୟାସନାଲ ସ୍ମଲ ଇଣ୍ଡଷ୍ଟ୍ରୀଜ କର୍ପୋରେସନ ଲିମିଟେଡ୍ରେ ଆସିଷ୍ଟାଣ୍ଟ ମ୍ୟାନେଜର ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଭିଯାନ ପାଇଁ ଆବେଦନ…