Browsing Tag

groups clash

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ, ବୋମା ମାଡ଼ରେ ୭ ଗୁରୁତର

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ । ଗୋଟିଏ ଗୋଷ୍ଠିର ବୋମା ମାଡ଼ରେ ୭ଜଣ ଗୁରୁତର । ଭଦ୍ରକ ଜିଲ୍ଲା ତିହିଡି ଥାନା ଅଧୀନସ୍ଥ ତଳ କାଁପଡା ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ ହୋଇଛନ୍ତି । ଆହତ ମାନଙ୍କୁ ତିହିଡି…

ଦୁଇ ଯୁବଗୋଷ୍ଠୀଙ୍କ ମଧ୍ୟରେ ବିବାଦକୁ ନେଇ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା (କେନ୍ୟୁଜ): ଗୋଷ୍ଠୀ ବିବାଦକୁ ନେଇ ଫୁଟିଲା ଗୁଳି । ରାଉରକେଲା ବିଶ୍ରା ଆଇଆଇଟି ମହଲା ପଞ୍ଚାୟତ ନିକଟରେ ଗୁଳିମାଡ଼ ହୋଇଛି । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦକୁ ନେଇ ଫୁଟିଲା ଗୁଳି । ଏଥିରେ ମହମ୍ମଦ ଇରଫାନ୍ ରାଜାର ଡାହାଣ ଛାତିରେ ବାଜିଛି ଗୁଳି । ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା…

ବେଆଇନ୍ ଗୋରୁ ବୋଝେଇ କଣ୍ଟେନରକୁ ଅଟକାଇବାବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୩ ଗୁରୁତର

ଭଦ୍ରକ : ବେଆଇନ୍ ଭାବେ ଯାଉଥିବା ଗୋରୁ ବୋଝେଇ କଣ୍ଟେନରକୁ ଅଟକାଇବାବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ସଂଘର୍ଷରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ୧୬ନମ୍ବର ଜାତୀୟ ରାଜପଥରେ ୩ଟି ଗୋରୁ ବୋଝେଇ କଣ୍ଟେନର…