ଅନୁଦାନପ୍ରାପ୍ତ ହାଇସ୍କୁଲ, ବ୍ଲକ୍ଗ୍ରାଣ୍ଟ ହାଇସ୍କୁଲ, ସଂସ୍କୃତ ଟୋଲ୍ ସ୍କୁଲରେ ଦିଆଯିବ ଅତିଥି ଶିକ୍ଷକଙ୍କୁ…
ଭୁବନେଶ୍ୱର : ଅନୁଦାନପ୍ରାପ୍ତ ହାଇସ୍କୁଲ, ବ୍ଲକ୍ଗ୍ରାଣ୍ଟ ହାଇସ୍କୁଲ, ସଂସ୍କୃତ ଟୋଲ୍ ସ୍କୁଲରେ ଦିଆଯିବ ଅତିଥି ଶିକ୍ଷକ ନିଯୁକ୍ତି । ଅବସର ନେଇଥିବା ୬୩୮୭ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ । ଏ ନେଇ ବିଦ୍ୟାଳୟରେ ନିଯୁକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ…