ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା, ଜାରି ହେବ ମାର୍ଗଦର୍ଶିକା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା । ଏନେଇ ଖୁବ ଶୀଘ୍ର ଜାରି ହେବ ମାର୍ଗଦର୍ଶିକା । ଅଶ୍ଳୀଳତାକୁ ନେଇ ସରକାର ମାଗଦର୍ଶିକା ଆଣିବେ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ଯାତ୍ରା କମିଟି, କଳାକାର ଏବଂ ମାଲିକଙ୍କ ସହ ଆଲୋଚନା ହୋଇଛି । ତେବେ ଖୁବ ଶୀଘ୍ର…