ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ି ଆସିବେ ଦାରୁବ୍ରହ୍ମ, ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କର ହେବ ଅପୂର୍ବ ମିଳନ
ଆଜି ପବିତ୍ର ବାହୁଡ଼ା ଯାତ୍ରା । ଶ୍ରୀଜିଉମାନେ ଶ୍ରୀମନ୍ଦିର ଅଭିମୁଖେ ଫେରିଆସିବେ । ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ ଥିବା ରଥ ଉପରେ ବିରାଜିବେ। ଏଥି ପାଇଁ ବଡ଼ଦାଣ୍ଡ ପୁଣି ଥରେ ଜନସମୁଦ୍ର ଆରମ୍ଭ ହୋଇଯାଇଛି । ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନୀରେ…