Below header
Browsing Tag

habildar and constable

କାର୍ଯ୍ୟରତ ହାବିଲଦାର, କନେଷ୍ଟବଳ ଓ ସିପାହୀଙ୍କ ପାଇଁ ଖୁସି ଖବର: ଦୈନିକ ଖାଇବା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ କାର୍ଯ୍ୟରତ ହାବିଲଦାର, କନଷ୍ଟେବଳ ଓ ସିପାହୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର । ସରକାର ସେମାନଙ୍କର ଦୈନିକ ଖାଇବା ଭତ୍ତା ପରିମାଣକୁ ବୃଦ୍ଧି କରିଛନ୍ତି। ଏହି କର୍ମଚାରୀମାନେ କ୍ରମାଗତ ୮ଘଣ୍ଟା ଓ ତା’ଠୁ ଅଧିକ ସମୟ ଡ୍ୟୁଟି କରିବାବେଳେ…