ବଙ୍ଗୋପସାଗରରେ ଲଘୁଚାପ, ଆଜି ସାରା ଓଡ଼ିଶାରେ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେ ତ୍ର। ଏହା ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ…