ଖରାଦିନେ ରୁପି ସମସ୍ୟା ହେଉଛି କି ? କେଶରେ ଲଗାନ୍ତୁ ଏହି ତେଲ
ଯଦି କେଶ ଝଡ଼ିବା ଏବଂ ଫାଟିବା ଯୋଗୁ ଆପଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେବେ ନିୟମିତ ଭାବରେ କେଶରେ ତେଲ ଲଗାଇ ମାଲିସ କରନ୍ତୁ । ଏହା ସହ କେଶକୁ ଲମ୍ବ କରିବାକୁ, ସାଧାରଣ ତେଲ ଲଗାଇବା ପରିବର୍ତ୍ତେ, ଏଥିରେ କିଛି ଜିନିଷ ମିଶାନ୍ତୁ । କେଶ ଲମ୍ବା କରିବା ପାଇଁ କଳାଜିରା ଏବଂ ପିଆଜ ରସ…