Below header
Browsing Tag

Hardcore Maoists Killed

୪ ହାର୍ଡକୋର ମାଓବାଦୀ ନିହତ, ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ

ଛତିଶଗଡ଼ : ୪ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲା ପୋଲିସକୁ ବଡ଼ ସଫଳତା । ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ବିପୁଳ…

ଛତିଶଗଡ଼ ପୋଲିସକୁ ସଫଳତା: ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି (କେନ୍ୟୁଜ): ଟଳିଲେ ୪ ହାର୍ଡକୋର ମାଓବାଦୀ ।  ଛତିଶଗଡ଼ ଗଡ଼ଚିରଲୀ ପୋଲିସକୁ ସଫଳତା । କୋଲାମାରକା ଜଙ୍ଗଲରେ ପୋଲିସ୍ - ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୋଲିସ୍ ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଆଉ କେହି ମୃତହାହତ ହୋଇଥିବା ଆଶଙ୍କାରେ…