Below header
Browsing Tag

harisayan ekadasi

ଶ୍ରୀମନ୍ଦିରରେ ହରିଶୟନ ଏକାଦଶୀ, ଆଜିଠୁ ଚାରିମାସ ପାଇଁ ଶୋଇ ରହିବେ ମହାପ୍ରଭୁ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ହରିଶୟନ ନୀତି ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ। ହରି ହେଉଛନ୍ତି ବିଷ୍ଣୁ।…