ୟୁପି: ଯାତ୍ରୀବାହୀ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍, ୭ ଜଣଙ୍କ ମୃତ୍ୟୁ, ୧୩ ଆହତ
ଉତ୍ତର ପ୍ରଦେଶର ହାଥରସ୍ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ଯାତ୍ରୀବାହୀ ଟାଟା ମ୍ୟାଜିକକୁ ଜୋରଦାର୍ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ରହିଛି । ଆହତମାନଙ୍କ ମଧ୍ୟରେ…