Below header
Browsing Tag

hawaii island

ହାୱାଇ ଜଙ୍ଗଲରେ ଭୟଙ୍କର ନିଆଁ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ନୂଆଦିଲ୍ଲୀ : ହାୱାଇ ଜଙ୍ଗଲରେ ଭୟଙ୍କର ନିଆଁ। ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି । ମାଉଇର ହାୱାଇନ ଆଇଲ୍ୟାଣ୍ଡରେ ଜଙ୍ଗଲ ନିଆଁ ବଢିବାରେ ଲାଗିଛି । ଏପର୍ଯ୍ୟନ୍ତ ନିଆଁ ୩୬ଜଣଙ୍କ ଜୀବନ ନେଲାଣି। ଆଇଲ୍ୟାଣ୍ଡର ମୁଖ୍ୟ ପର୍ଯ୍ୟଟନ ସହର ଲାହାଇନା ଜଙ୍ଗଲରେ ଭୀଷଣ ନିଆଁ ଲାଗିଛି । ବାତ୍ୟାରେ ଭୀଷଣ ପବନ…