Browsing Tag

HC Chief Justice

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର, ସୁପାରି କଲେ ସୁପ୍ରିମକୋର୍ଟ କଲିଜିୟମ

କଟକ (କେନ୍ୟୁଜ): ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି । ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୁରଲୀଧର ଅଗଷ୍ଟରେ ଅବସର ନେବେ । ଏହାକୁ ଦୃଷ୍ଟିରେ ରଖି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାମକୁ ସୁପ୍ରିମକୋର୍ଟ କଲିଜିୟମ ସୁପାରି କରିଛନ୍ତି । ଜୁନ ୧୦…