Browsing Tag

headmistress

ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ଗ୍ୟାରେଜ ଭିତରୁ ମିଳିଲା ମୃତଦେହ, ବଢୁଛି ସନ୍ଦେହ

କାମାକ୍ଷାନଗର : ତୁମୁସିଙ୍ଗା ଥାନା ଗୁନେଇବିଲି ଗ୍ରାମରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ନିଜ ଘର ସାମ୍ନାରେ ଥିବା ଗ୍ୟାରେଜ ଘର ଭିତରେ ମୃତଦେହ ପଡ଼ିଥିବା ବେଳେ ଘର ବାହାରେ ପଡିଛି ତାଲା l ମୃତ ପ୍ରଧାନ ଶିକ୍ଷୟିତ୍ରୀ ଜଣକ ତୁମୁସିଙ୍ଗା ଗ୍ରାମ ପଞ୍ଚଶଖା ସରକାରୀ ଉଚ୍ଚ…

ସ୍କୁଲରେ ଛାତ୍ରକୁ ସାପ କାମୁଡିବା ଘଟଣା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ, କ୍ଲାସ୍ ଟିଚରଙ୍କ ବଦଳି

ପିପିଲି : ପୁରୀ ଜିଲ୍ଲା ପୋପରଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରକୁ ସାପ କାମୁଡିବା ଘଟଣା । ଉକ୍ତ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ । ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି । ସୂଚନା ଅନୁସାରେସୂଚନା ଅନୁସାରେ ଗତ ସୋମବାର…