Below header
Browsing Tag

Health directorate

କୋଭିଡ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରନ୍ତୁ; ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ଅପିଲ୍

ଭୁବନେଶ୍ୱର (କେନ୍ୟୁଜ): ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢିଛି । ଦେଶରେ ଏବେ ନିୟମିତ କେସ୍ ବଢିବାରେ ଲାଗିଛି । ବିଭିନ୍ନ ସ୍ଥାନରେ ରୋଗୀ ବି ଚିହ୍ନଟ ହେଲେଣି । ଏହାରି ଭିତରେ ରାଜ୍ୟ ସରକାର ବି ତପ୍ତରତା ପ୍ରକାଶ କଲେଣି । ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।…