ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସତର୍କ କଲେ ସ୍ବାସ୍ଥ୍ୟ ସଚିବ, ଜ୍ଵର ଆସିଲେ ଟେଷ୍ଟ କରିବାକୁ ଦେଲେ ପରାମର୍ଶ
ଭୁବନେଶ୍ୱର (କେନ୍ୟୁଜ): ରୁବେଲା ଭାଇରସକୁ ନେଇ ଗର୍ଭବତୀ ମାନଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଗର୍ଭବତୀ ମହିଳାଙ୍କ ଠାରେ ରୁବେଲା ହେଲେ ସେମାନଙ୍କ ସନ୍ତାନଙ୍କ କ୍ଷେତ୍ରରେ ମଧ୍ୟ ଭାଇରସ ଜନ୍ମରୁ ଦେଖା ଦେଇଥାଏ । ସେଥିପାଇଁ ଯେଉଁ ଗର୍ଭବତୀ ମହିଳାଙ୍କ ଶରୀରରେ ରାସେସ ଏବଂ ଜ୍ଵର…