ଅଙ୍ଗୁର ଏବଂ କିସମିସ୍, ଜାଣନ୍ତୁ ଏହି ଦୁଇଟି ମଧ୍ୟରୁ କେଉଁଟି ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ
ଫଳ ଏବଂ ଡ୍ରାଏ ଫ୍ରୁଟ ଖାଇବା ଆମ ସ୍ୱାସ୍ଥ୍ୟ ପାଇଁ ଭଲ ବୋଲି ବିବେଚନା କରାଯାଏ । ତେବେ ଆଜି ଆମେ ଅଙ୍ଗୁର ଏବଂ ସେଥିରୁ ପ୍ରସ୍ତୁତ କିସମିସ୍ ବିଷୟରେ ଜଣାଇବୁ । ଅଙ୍ଗୁର ଏପରି ଏକ ଫଳ ଯାହାର ମିଠା ଏବଂ ଖଟା ସ୍ୱାଦ ଅନେକ ଲୋକଙ୍କୁ ଭଲ ଲାଗିଥାଏ । କିସମିସ୍ ଅଙ୍ଗୁର ଶୁଖାଇବା ଦ୍ୱାରା ପ୍ରସ୍ତୁତ…