Browsing Tag

heart surgeries

କିମ୍‍ସରେ ମିନିମାଲି ଇନଭେସିଭ୍ ପଦ୍ଧତିରେ ସଫଳ ହୃଦ୍‍-ଅସ୍ତ୍ରୋପଚାର

ଭୁବନେଶ୍ୱର : କିମ୍‍ସରେ ମିନିମାଲି ଇନ୍‍ଭେସିଭ୍‍ ପଦ୍ଧତିରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର କରାଯାଇଛି । ନିକଟରେ ହୃତପିଣ୍ଡର ବାମ ଭାଗରେ ଗମ୍ଭୀର ମିଟ୍ରାଲ ଭଲଭ୍ ଷ୍ଟେନୋସିସ୍ ରୋଗରେ ପୀଡ଼ିତ ଜଣେ ୫୪ ବର୍ଷୀୟ ରୋଗୀଙ୍କଠାରେ ଏହି କୌଶଳରେ ସଫଳ ଅସ୍ତ୍ରୋପଚାର କରାଯାଇ ମିନିମାଲି ଇନଭେସିଭ୍…