ପ୍ରଚଣ୍ଡ ଗରମରୁ ମିଳିବନି ନିସ୍ତାର: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଜଳୁଛି ପଶ୍ଚିମ ଓଡ଼ିଶା । ଆହୁରି ୨ ଦିନ କଲବଲ କରିବ ତାତି । ପ୍ରଚଣ୍ଡ ଗରମରୁ ମିଳିବନି ନିସ୍ତାର । ଆଜି ବୌଦ୍ଧ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ହିଟ୍ ୱେଭ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୪ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ…