ଅଧାରେ ଅଟକିଗଲା ମୌସୁମୀ: ଆହୁରି ୪ ଦିନ ତାତି, ଏ ବର୍ଷ ସିଝିବ ରଜ ପର୍ବ
ଭୁବନେଶ୍ୱର (କେନ୍ୟୁଜ): ସରୁନି ଗ୍ରୀଷ୍ମ ପ୍ରବାହର କଷ୍ଟ । ଆହୁରି ୪ ଦିନ ତତାଇବ । ଏମିତି ଆକଳନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ରଜ ପୂର୍ବରୁ ତାତିରୁ ନିସ୍ତାର ନାହିଁ । ପଶ୍ଚିମ ଓଡ଼ିଶାରେ ତାତି ଏବଂ ଉପକୂଳ ଓଡ଼ିଶାରେ ଗୁଳୁଗୁଳି କଲବଲ କରିବ । ବର୍ତ୍ତମାନ ତୁଳନାରେ…