ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି । ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଛି । ତାପମାତ୍ରା ବୃଦ୍ଧି ସହ ଗ୍ରୀଷ୍ମପ୍ରବାହ ପାଇଁ ମଧ୍ୟ ଚେତାବନୀ ଜାରି ହୋଇଛି । ଆଜି ହିଟ ୱେଭ ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା,…