ବିଏମସିର ଗ୍ରୀଷ୍ମ ପ୍ରବାହ ମୁକାବିଲା : ଦିନ ୧୧ ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ନିର୍ମାଣ କାମ ବନ୍ଦ
ଭୁବନେଶ୍ୱର: ଆସନ୍ତା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଆଜି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି । ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ସହରର…