Browsing Tag

Heatwave warning

ଆସନ୍ତା ୪ଦିନ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(କେନ୍ୟୁଜ୍‌): ସାମାନ୍ୟ କମିଛି ତାତି । କିନ୍ତୁ ଗରମ ଓ ଗୁଳୁଗୁଳିରୁ ନିସ୍ତାର ନାହିଁ। ଆସନ୍ତା ୪ଦିନ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରଚଣ୍ଡ ଗୁଳୁଗୁଳି ଜାରି ରହିବ। ଉଷ୍ମ ଓ ଆଦ୍ର ବାୟୁ ପ୍ରଭାବ ଫଳରେ ଗୁଳୁଗୁଳି ଜାରି ରହିବା ନେଇ ଚେତାବନୀ ଜାରି କରିଛି ଭୁବନେଶ୍ବର…

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ ଉପକୂଳ ଓଡିଶାରେ ପ୍ରଚଣ୍ଡ ଗୁଳୁଗୁଳି ନେଇ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର,…

ଆଜିଠୁ ଜଳିବ ପଶ୍ଚିମ ଓଡିଶା: ବଲାଙ୍ଗୀର, ବରଗଡ଼ ଓ ନୂଆପଡାକୁ ହିଟଓ୍ବେଭ ଆଲର୍ଟ

ଭୁବନେଶ୍ୱର (କେନ୍ୟୁଜ); ଆଜିଠୁ ଜଳିବ ପଶ୍ଚିମ ଓଡିଶା ।  ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗୀର, ବରଗଡ଼ ଏବଂ ନୂଆପଡାକୁ ହିଟଓ୍ବେଭ ଆଲର୍ଟ ଜାରି କରଯାଇଛି । ସ୍ବାଭାବିକ ଠାରୁ ୩ ରୁ ୬ ଡିଗ୍ରୀ ଉପରେ ରହିବ ପାରଦ । ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ…

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା । ସାରା ପଶ୍ଚିମ ଓଡ଼ିଶାକୁ ଅସ୍ତବ୍ୟସ୍ତ କରି ପକାଉଛି ଖରା । ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି । ଗତକାଲି ଟିଟିଲାଗଡ଼ରେ ୪୬.୫ ଡିଗ୍ରୀ ଓ ବଲାଙ୍ଗିରରେ ୪୬.୪ ଡିଗ୍ରୀ ତାପମାତ୍ରା…

ରେକର୍ଡ ଭାଙ୍ଗୁଛି ତାତି: ପ୍ରବଳ ଉତ୍ତାପ ଯୋଗୁଁ ୨୨୭ ଜଣଙ୍କ ମୃତ୍ୟୁ

ଏପଟେ ଆମ ଦେଶ ଭାରତ ଉପରେ ନଜର ପକାଇଲେ ଦେଖିବାକୁ ମିଳିଛି ସାଙ୍ଘାତିକ ସ୍ଥିତି । ପଞ୍ଜାବର ଫରିଦକୋଟ ଏବଂ ରାଜସ୍ଥାନର ଶ୍ରୀଗଙ୍ଗାନଗର ଦେଶର ସବୁଠାରୁ ଉତ୍ତପ୍ତ ସହର ଥିଲା । ଏଠାରେ ସର୍ବାଧିକ ତାପମାତ୍ରା ୪୮.୩ ଡିଗ୍ରୀ ରହିଥିଲା । ୟୁପିର ବୁଲନ୍ଦସହରରେ ତାପମାତ୍ରା ୪୮ ଡିଗ୍ରୀ ରହିଥିଲା ।…

୩ ଦିନ କଲବଲ କରିବ ତାତି, ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର (କେନ୍ୟୁଜ): ଆହୁରି ୩ ଦିନ କଲବଲ କରିବ ତାତି ଗୁଳୁଗୁଳି । ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଗତକାଲି ରାଜ୍ୟର ୧୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଆଜି ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ…

ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ଘଡ଼ଘଡ଼ି ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍‌): ବଦଳିଲା ପାଗ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା । କୁଆପଥର ମାଡ଼ । ଟୁଇନ ସିଟି ସମେତ ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା । ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । କାଲିଠୁ ବର୍ଷାର ବିସ୍ତୃତି ବଢ଼ିବ । ଟ୍ରପ୍ ଲାଇନ ପ୍ରଭାବରେ…

ଆହୁରି ୪ ଦିନ ଯାଏଁ ହିଟୱେଭ, ସାଢ଼େ ୮ଟା ସୁଦ୍ଧା ତାଳଚେରରେ ୩୬ ଟପିଲା ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଆହୁରି ୪ ଦିନ ଯାଏଁ ହିଟୱେଭ। ଅସହ୍ୟ ଖରାରେ ଜଳୁଛି ସାରା ଓଡିଶା । ଦିନକୁ ଦିନ ବଢ଼ୁଛି ତାତି । ଆଗାମୀ ୪ ଦିନ ଯାଏଁ ହିଟୱେଭ ସ୍ଥିତି ରହିବ । ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡିଗ୍ରୀ ଯାଏ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟର ଅଧିକାଂଶ ସ୍ଥାନରେ…

୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା

ଭୁବନେଶ୍ୱର(କେନ୍ୟୁଜ୍‌): ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା । ଟକମକ ତାତିରେ ଫୁଟୁଛି ଗାଁଠୁ ସହର । କାଲିଠୁ ଆହୁରି ବଢ଼ିବ ତାତି । ଦିନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ଛୁଇଁବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠୁ ପୁଣି ବଢ଼ିବ ତାତି, ୬ ରୁ ୮ ଡିଗ୍ରୀ ଯାଏ ବଢିବ ଦିନ ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ପୁଣି ବଢ଼ିବ ତାତି । ୪ ଦିନ ଯାଏ ଉପରମୁହାଁ ହେବ ପାରଦ । ଦିନ ତାପମାତ୍ରା ୬ ରୁ ୮ ଡିଗ୍ରୀ ଯାଏ ବଢିବ ।  ସର୍ବାଧିକ ତାପମାତ୍ରା ୪୩ରୁ ୪୪ ଡିଗ୍ରୀ ଛୁଇଁବ ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୪ ତାରିଖ ବେଳକୁ ୧୦ ଜିଲ୍ଲାରେ ଉଷ୍ମ…

କାଲିଠୁ ୪ ତାରିଖ ଯାଏ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର(କେନ୍ୟୁଜ୍‌) : କଲବଲ କରୁଛି ତାତି। କାଲିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମ ପ୍ରବାହ । ଆଜି ଅପରାହ୍ନ ୨ଟା ୩୦ ସୁଦ୍ଧା ଚାନ୍ଦବାଲି ସବୁଠୁ ଉତ୍ତପ୍ତ ପାଲଟିଛି । ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୩୯.୪ ଡିଗ୍ରୀ ତାପମାତ୍ରା…

ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା: ଟ୍ୱିନ ସିଟିକୁ ଆଲର୍ଟ, ୬ ଡିଗ୍ରୀ ଅଧିକ ରହିବ ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ଓଡ଼ିଶା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମକୋପ ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ରାଜ୍ୟବାସୀଙ୍କୁ କଲବଲ କରୁଛି । ପଶ୍ଚିମରେ ଭୀଷଣ ରୌଦ୍ରତାପ । ଉପକୂଳରେ ଅସହ୍ୟ ଗୁଳୁଗୁଳି । ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା । ସାଢ଼େ ୧୧ଟା ବେଳକୁ ୪୦ ଡିଗ୍ରୀ ଉପରେ…