Browsing Tag

Heatwave warning

୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା

ଭୁବନେଶ୍ୱର(କେନ୍ୟୁଜ୍‌): ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା । ଟକମକ ତାତିରେ ଫୁଟୁଛି ଗାଁଠୁ ସହର । କାଲିଠୁ ଆହୁରି ବଢ଼ିବ ତାତି । ଦିନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ଛୁଇଁବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠୁ ପୁଣି ବଢ଼ିବ ତାତି, ୬ ରୁ ୮ ଡିଗ୍ରୀ ଯାଏ ବଢିବ ଦିନ ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ପୁଣି ବଢ଼ିବ ତାତି । ୪ ଦିନ ଯାଏ ଉପରମୁହାଁ ହେବ ପାରଦ । ଦିନ ତାପମାତ୍ରା ୬ ରୁ ୮ ଡିଗ୍ରୀ ଯାଏ ବଢିବ ।  ସର୍ବାଧିକ ତାପମାତ୍ରା ୪୩ରୁ ୪୪ ଡିଗ୍ରୀ ଛୁଇଁବ ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୪ ତାରିଖ ବେଳକୁ ୧୦ ଜିଲ୍ଲାରେ ଉଷ୍ମ…

କାଲିଠୁ ୪ ତାରିଖ ଯାଏ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର(କେନ୍ୟୁଜ୍‌) : କଲବଲ କରୁଛି ତାତି। କାଲିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମ ପ୍ରବାହ । ଆଜି ଅପରାହ୍ନ ୨ଟା ୩୦ ସୁଦ୍ଧା ଚାନ୍ଦବାଲି ସବୁଠୁ ଉତ୍ତପ୍ତ ପାଲଟିଛି । ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୩୯.୪ ଡିଗ୍ରୀ ତାପମାତ୍ରା…

ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା: ଟ୍ୱିନ ସିଟିକୁ ଆଲର୍ଟ, ୬ ଡିଗ୍ରୀ ଅଧିକ ରହିବ ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ଓଡ଼ିଶା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମକୋପ ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ରାଜ୍ୟବାସୀଙ୍କୁ କଲବଲ କରୁଛି । ପଶ୍ଚିମରେ ଭୀଷଣ ରୌଦ୍ରତାପ । ଉପକୂଳରେ ଅସହ୍ୟ ଗୁଳୁଗୁଳି । ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା । ସାଢ଼େ ୧୧ଟା ବେଳକୁ ୪୦ ଡିଗ୍ରୀ ଉପରେ…

କଲବଲ କଲାଣି ଖରା: ସକାଳୁ ରାଜଧାନୀରେ ୩୨ ଡିଗ୍ରି ଟପିଲା ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ବି ସକାଳୁ ସକାଳୁ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେଲାଣି। ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୨.୮ ଡ଼ିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ଆର୍ଦ୍ରତା ୭୯ ପ୍ରତିଶତ ରହିଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି। ଦିନର ସର୍ବୋଚ୍ଚ ତାପମାତ୍ରା…

ଆସନ୍ତା ୧୬ ଯାଏ କଲବଲ କରିବ ତାତି, ମୌସୁମୀ ବର୍ଷା କେବେ ହେବ ତାକୁ ନେଇ ବଢିଛି ଚିନ୍ତା

ଭୁବନେଶ୍ବର(କେନ୍ୟୁଜ୍): ତାତିରୁ ନାହିଁ ନିସ୍ତାର । ଆସନ୍ତା ୧୬ ତାରିଖ ଯାଏ କଲବଲ କରିବ ଖରା । ପଶ୍ଚିମ ଓଡ଼ିଶାରେ ଅସହ୍ୟ ଗରମ ଅନୁଭୂତ ହୋଇଛି । ଗତକାଲି ଟିଟିଲାଗଡ଼ରେ ୪୫ ଡିଗ୍ରୀ ଥିଲା ତାପମାତ୍ରା । ବଲାଙ୍ଗିରରେ ୪୪.୯, ବୌଦ୍ଧରେ ୪୪.୫, ସମ୍ବଲପୁରରେ ୪୪.୪, ସୋନପୁରରେ ୪୪.୩ ଓ ଝାରସୁଗୁଡାରେ…

ତାତିରୁ ନିସ୍ତାର ନାହିଁ: ୫ ଦିନ ପାଇଁ ହିଟ୍‌ୱେଭ ୱାର୍ଣ୍ଣିଂ, ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ପାରଦ

ଭୁବନେଶ୍ୱର(କେନ୍ୟୁଜ୍): ତାତିରୁ ମିଳୁନି ନିସ୍ତାର । ସାରା ରାଜ୍ୟରେ ଆକାଶରୁ ଅଗ୍ନିବର୍ଷା । ୫ ଦିନ ପାଇଁ ହିଟ୍‌ୱେଭ ୱାର୍ଣ୍ଣିଂ । ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ବଢିବ ଗ୍ରୀଷ୍ମପ୍ରବାହ, ଆଜି ୧୧ଟି ଜିଲ୍ଲାକୁ ହିଟ୍‌ ୱେଭ୍‌ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର : ତାତିରେ ଡହଳ ବିକଳ ହେଉଛି ଓଡ଼ିଶା । ସାରା ରାଜ୍ୟରେ ଟାଣ ଖରା ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି । ଏହି ଗ୍ରୀଷ୍ମ ପ୍ରବାହ ଲୋକଙ୍କୁ ଅସ୍ତବ୍ୟସ୍ତ କରି ସାରିଲାଣି । ସୂଚନା ଅନୁଯାୟୀ ଗତକାଲି ରାଜ୍ଯର ୧୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ, ଟିଟିଲାଗଡ଼ରେ…