Below header
Browsing Tag

heavy cold

ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୨୦ସହର, ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ଥରୁଛି ଓଡ଼ିଶା। ଆଉ ୩ ଦିନ ପ୍ରବଳ ଶୀତ ଲହରୀ ଜାରି ରହିବ। ୧୦ ଡିଗ୍ରୀ ତଳେ ୨୦ସହରର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଶ ଥଣ୍ଡାକୁ ଦୃଷ୍ଟିରେ ରଖି SRC ସତର୍କ ସୂଚନା ଜାରି କରିଛନ୍ତି। ଅସହ୍ୟ ଶୀତରେ ଥରୁଛି…

ସାରା ରାଜ୍ଯରେ ଅସମ୍ଭାଳ ଶୀତ: ୪ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି, କଲବଲ କରୁଛି କୋହଲା ପବନ

ଭୁବନେଶ୍ବର(କେନ୍ଯୁଜ୍): ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ତା ସାଙ୍ଗକୁ ଶୀତ ଲହରୀ। କୋହଲା ପବନ ମାଡରେ ଜନଜୀବନ ଅସ୍ତବ୍ୟସ୍ତ। ଆଜି ଅସମ୍ଭାଳ ଶୀତ ହେବ। ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ ୧୭ ଜିଲ୍ଲା ଶୀତରେ ଥରିବ। ଡିସେମ୍ବରରେ ଝାରସୁଗୁଡ଼ାରେ ସର୍ବନିମ୍ନ…

ଓଡ଼ିଶାରେ ପ୍ରଥମ ତୁଷାରପାତ: କୋଇଡା ଓ ଟେନସା ଅଞ୍ଚଳର ବିଭିନ୍ନ ସ୍ଥାନରେ ବରଫ ସ୍ତର, ୪ଡିଗ୍ରୀ ତଳକୁ ଖସିଛି ପାରଦ

ବଣାଇ(କେନ୍ଯୁଜ୍): ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ଜାଡ଼ରେ ଥରୁଛି ସାରା ଓଡ଼ିଶା। ଓଡ଼ିଶାରେ ପ୍ରଥମ ତୁଷାରପାତ । ସୁନ୍ଦରଗଡ ଜିଲ୍ଲା ବଣାଇର କୋଇଡା ଓ ଟେନସା ଅଞ୍ଚଳରେ ତୁଷାରପାତ । ୪ଡିଗ୍ରୀ ତଳକୁ ଖସିଛି ପାରଦ । ବିଭିନ୍ନ ସ୍ଥାନରେ ବରଫ ସ୍ତର ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ…

ଥରୁଛି ସାରା ଓଡ଼ିଶା: ୧୫ ଡିଗ୍ରୀ ତଳେ ୨୨ ସହର, ଦାରିଙ୍ଗିବାଡିରେ ସର୍ବନିମ୍ନ ୬.୫ଡିଗ୍ରୀ ରେକର୍ଡ

ଭୁବନେଶ୍ବର(କେନ୍ଯୁଜ୍): ପ୍ରଚଣ୍ଡ ଜାଡରେ ଥରୁଛି ସାରା ଓଡ଼ିଶା। ଆଗକୁ ଆହୁରି ଥରାଇବ। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ୧୫ ଡିଗ୍ରୀ ତଳେ ରହିଛି ୨୨ ସହର । ସବୁଠି ଖସିଛି ରାତି ତାପମାତ୍ରା । ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ…

ଆସନ୍ତା ୨ ଦିନ ଯାଏ ରାଜ୍ଯରେ ଜାରି ରହିବ ଶୀତର ଲହରୀ, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ପୁଣି ଶୀତ ଲହରୀ। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଶୀତ ଅନୁଭୂତ ହେବ। ଅନେକ ଜିଲ୍ଲାରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଶୁଷ୍କ ଓ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ଗତ କିଛି ଦିନ…

କଳାହାଣ୍ଡିରେ ପାରଦ ତଳମୁହାଁ, ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ୟେଲୋ ଓ୍ଵାଣ୍ଣିଂ ଜାରି

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାରେ ଶୀତ ଲହରୀ ଜାରି । ପାରଦ ତଳମୁହାଁ । ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ୟେଲୋ ଓ୍ଵାଣ୍ଣିଂ ଜାରି କରାଯାଇଛି । ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ରହିଛି ୯ ଡିଗ୍ରୀ ସେଲସିୟସ । ଥୁଆମାଳ ରାମପୁର, ମଦନପୁର ରାମପୁର, ଲାଞ୍ଚିଗଡରେ ପ୍ରବଳ ଜାଡ ଅନୁଭୂତ…

ଉତ୍ତରା ପବନ ଫଳରେ ପ୍ରବଳ ଥଣ୍ଡାରେ ଥରୁଛି ରାଜ୍ୟ, ୮ରୁ ପୁଣି କମିବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତଲହରୀ। ଉତ୍ତର ଦିଗରୁ ଥଣ୍ଡା ପବନ ବହିବାରୁ ପ୍ରବଳ ଥଣ୍ଡାରେ ଥରୁଛି ରାଜ୍ୟ। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ପ୍ରବଳ ଶୀତ ଅନୁଭୁତ ହୋଇଛି। ଅଧିକାଂଶ ଜିଲ୍ଲାର ସର୍ବନିମ୍ନ…

ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତ ଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ , କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ,…

କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିଲା ଶୀତ, କାଲୁଆ ପବନ ସାଙ୍ଗକୁ ଘନ କୁହୁଡି ଲୋକଙ୍କୁ କରୁଛି ଅସ୍ତବ୍ୟସ୍ତ

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଶୀତର ଲେଉଟାଣି । ବିଶେଷକରି କାଲୁଆ ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡି ଦେଖାଯାଇଛି। ଦୀର୍ଘ ଦିନ ପରେ କନ୍ଧମାଳକୁ ପୁଣି…

ଆସନ୍ତାକାଲିଠୁ ରାଜ୍ଯରେ ଆହୁରି ତଳକୁ ଖସିବ ପାରଦ, ପ୍ରବଳ ଶୀତକୁ ନଜରରେ ରଖି କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ନୂଆବର୍ଷରେ ହାଡ଼ ଥରାଇବ ଜାଡ଼ । କାଲିଠୁ ଆହୁରି ତଳକୁ ଖସିବ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୪ ଡିଗ୍ରୀ ସେଲିସିୟସ ତାପମାତ୍ରା ହ୍ରାସ ପାଇବ । ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ଖସିବ ପାରଦ । ଡିସେମ୍ବର ୩୧, ଜୁନୁଆରୀ ୧ ଓ ଜାନୁଆରୀ ୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ…

ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ: ୧୦ ଡିଗ୍ରି ସେଲସିୟସ ତଳେ ରହିଛି ୧୨ଟି ସହରର ତାପମାତ୍ରା

ଭୁବନେଶ୍ବର: ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ୧୦ ଡିଗ୍ରି ସେଲସିୟସ ତଳେ ରହିଛି ୧୨ଟି ସହରର ତାପମାତ୍ରା। ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ଜନଜୀବନ। ରାଜ୍ୟରେ ଅସହ୍ୟ ଶୀତ ଲହରି ପ୍ରଭାବରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରେକର୍ଡ କରାଯାଇଛି।…