ଆଜିଠୁ ରାଜ୍ୟରେ କମିବ ଶୀତ, କଲବଲ କରିବ କୁହୁଡ଼ି
ଭୁବନେଶ୍ୱର : ଆଜିଠୁ ରାଜ୍ୟରେ କମିବ ଶୀତ, ବଢିବ ରାତି ତାପମାତ୍ର । ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟ ରହିବ । ଏହାର ପ୍ରଭାବରେ ରାଜ୍ୟକୁ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଆସିବ । ଏହାଫଳରେ ରାତି ତାପମାତ୍ରା ବଢିବ ଓ ଶୀତ କମିଯିବ ବୋଲିପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…