ଟ୍ୱିନ ସିଟିରେ ଘନ କୁହୁଡି, ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଭୁବନେଶ୍ୱର : କୁହୁଡ଼ି ଚାଦର ତଳେ ସାରା ଓଡ଼ିଶା । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଛି । ରାଜଧାନୀ ଭୁବନେଶ୍ବର ଓ କଟକରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁ ଟ୍ବିନ ସିଟିରେ ଦୃଶ୍ୟମାନ ଦୂରତା କମିଯାଇଛି । ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । …