Browsing Tag

heavy rain alert

ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହେବ ବିଜୁଳି ଘଡ଼ଘଡ଼ି ସହ କୁଆପଥର ମାଡ଼ ଓ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର(କେନ୍ୟୁଜ) : ରାଜ୍ୟରେ ବଦଳିଛି ପାଣିପାଗର ମିଜାଜ । ଭୀଷଣ ତାତିରୁ ମିଳିଛି ଆଶ୍ଵସ୍ତି । ୪ ଦିନର ଅଗ୍ନିବର୍ଷା ପରେ ଗତକାଲି ତ୍ରାହି ଆଣି ଦେଇଛି କାଳବୈଶାଖୀ । ଘଡ଼ଘଡ଼ି ବର୍ଷା ପବନ ପ୍ରଭାବରେ ତାପମାତ୍ରା ହ୍ରାସ ପାଇଛି । ଆଜି ମଧ୍ୟ କାଳବୈଶାଖୀ ପ୍ରଭାବ ରହିବ । ବର୍ଷା ସହ କୁଆପଥର…

ବର୍ଷାରେ ଉବୁଟୁବୁ ଚେନ୍ନାଇ: କେଉଁଠି ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି ତ କେଉଁଠି ବୁଡ଼ିଛି ଟ୍ରେନ୍ ଲାଇନ୍

ଚେନ୍ନାଇ: ବାତ୍ୟା ପ୍ରଭାବରେ ତାମିଲନାଡୁ ସମେତ ଆନ୍ଧ୍ରର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ବର୍ଷାରେ ଉବୁଟୁବୁ ଚେନ୍ନାଇ । ମୂଷଳଧାରାରେ ବର୍ଷା ଯୋଗୁ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କେଉଁଠି ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି ତ ଆଉ କେଉଁଠି ବୁଡ଼ିଛି ଟ୍ରେନ ଲାଇନ୍ । କିଛି…

ବାତ୍ୟା ପ୍ରଭାବରେ ଓଡ଼ିଶାରେ ହେବ ଭୀଷଣ ବର୍ଷା, ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ବାତ୍ୟା ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ହେବ । ଆଜିଠାରୁ କିଛି ସ୍ଥାନର ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।…

ଆହୁରି ୩ ଦିନ ହେବ ବର୍ଷା,ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । କେଉଁଠି ଭାରୀ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଗତକାଲିର ସୁଦୃଶ୍ଯ ଲଘୁଚାପ ଆଜି ଦୁର୍ବଳ ପଡ଼ି ଲଘୁଚାପରେ ପରିଣତ ହୋଇଛି । ଏବେ ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଛତିଶଗଡ଼ ଅଞ୍ଚଳରେ…

ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବିଜୁଳି…

ଆଜିଠୁ ବଢିବ ବର୍ଷା ପରିମାଣ: ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ!

 ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ବଢିବ ବର୍ଷା ପରିମାଣ। ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ଆଜି ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଂକା ରହିଛି। ସେହିପରି ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,…

ଆଜିଠୁ ରାଜ୍ୟରେ ୪ଦିନ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର (କେନ୍ୟୁଜ):  କିଛି ଦିନର ନୀରବତା ପରେ ପୁଣି ଥରେ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ । ଆଜିଠାରୁ ରାଜ୍ୟରେ ବର୍ଷା ହେବ । ୪ଦିନ ପ୍ରବଳ ବର୍ଷା ନେଇ ଆଳର୍ଟ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଯାଜପୁର, କଟକ, ଢେଙ୍କାନାଳ,…

ଆସନ୍ତା ୫ ଦିନ ବର୍ଷା ! ୯ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାର ପ୍ରଭାବରେ ଆଜି ୯ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ…

ବର୍ଷା ପାଇଁ ସ୍ଥିତି ସଙ୍ଗୀନ : କେଉଁଠିକୁ ଯୋଗାଯୋଗ ବିଚ୍ଛିନ୍ନ ତ କେଉଁଠି ସ୍କୁଲରେ ଝୁଲୁଛି ତାଲା

କେନ୍ଦୁଝର/ବଲାଙ୍ଗିର/ବୌଦ୍ଧ(କେନ୍ୟୁଜ୍): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି ।…

ଆଜି ସୃଷ୍ଟି ହେବ ଲଘୁଚାପ, ସକାଳୁ ବିଭିନ୍ନ ସ୍ଥାନରେ ଲାଗିରହିଛି ଝିପି ଝିପି ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍‌): ଘୂର୍ଣ୍ଣିବଳୟ ସକ୍ରିୟ । ଆଜି ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଆଜି ସକାଳୁ ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି। ମାଲକାନଗିରି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।…

ସକ୍ରିୟ ଘୂର୍ଣ୍ଣିବଳୟ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍‌) : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଆଣୁଛି ବଡ଼ ବର୍ଷା । ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ । ୨୨ ତାରିଖ ଯାଏ ଲାଗି ରହିବ ବର୍ଷା । ଆଜି ପାଇଁ ୧୩ ଜିଲ୍ଲାକୁ…

୫ ଦିନ ଯାଏ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ୫ ଦିନ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆଜିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬…