Browsing Tag

heavy rain alert in odisha

ଆଜି ଗଭୀର ଅବପାତ, ଆସନ୍ତାକାଲି ଯାଏଁ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର : ଆଜି ଗଭୀର ଅବପାତ, ପ୍ରବଳ ବର୍ଷିବ । ବଙ୍ଗୋପସାଗରେ ଗଭୀର ଅବପାତର ରୂପ ନେଲା ଅବପାତ । ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ । ପ୍ରଭାବରେ ଗତକାଲି…

ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୧ ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୩୦ ରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଅକ୍ଟୋବର ୧ରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଉତ୍ତର…

ଫିକା ପଡ଼ିବ ଦୁର୍ଗା ପୂଜା: ବୁଧବାରରୁ ଛେଚିବ ପ୍ରବଳ ବର୍ଷା, ଆଜି ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : କଲବଲ କରୁଛି ଲେଉଟାଣି ମୌସୁମୀ । ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ଅନୁମାନ କରିଛି ପାଣିପାଗ କେନ୍ଦ୍ର । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧ ଅକ୍ଟୋବର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।…

ବର୍ଷୁଛି, ଆହୁରି ବର୍ଷିବ; ଆସନ୍ତା ୩ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବର୍ଷୁଛି, ଆହୁରି ବର୍ଷିବ । ଆସନ୍ତା ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇଛି ।  ଯାହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…

୩୦ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ପ୍ରଭାବିତ ହୋଇଛି ଜନଜୀବନ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ସକ୍ରିୟ ଲଘୁଚାପ…

୨୪ ତାରିଖ ଯାଏ ପ୍ରବଳ ବର୍ଷା ଆଶଙ୍କା, ଆଜି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ଦୁର୍ବଳ ହେଉଛି ଅବପାତ । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା ।  ଆସନ୍ତା ୨୪ ତାରିଖ ଯାଏ…

ଆହୁରି ୩ଦିନ ପ୍ରବଳ ବର୍ଷିବ, ଆଜି ୨୩ ଜିଲ୍ଲାରେ ବର୍ଷା ନେଇ ୱାର୍ଣ୍ଣିଂ

ଭୁବନେଶ୍ୱର : ଆହୁରି ୩ଦିନ ପ୍ରବଳ ବର୍ଷିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ।  ଆଗାମୀ କିଛି ଘଣ୍ଟା ମଧ୍ୟରେ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ…

ଦଇବ ସାଧିଲା ଦାଉ,ଯେଉଁଠି ଆଶ୍ରୟ ନେଲେ ବଜ୍ରପାତରେ ସେଠି ଟଳି ପଡ଼ିଲେ

ଆକାଶରୁ ଖସିଲା ମୃତ୍ୟୁ, ବଜ୍ରାଘାତରେ ଟଳି ପଡ଼ିଲେ ମା’ ପୁଅ, ସେପଟେ ବାପା ଗୁରୁତର । ବଜାରକୁ ସୌଦା କରିବା ପାଇଁ ଯାଇଥିଲେ ହେଲେ ବଜ୍ରପାତ ପରିବାର ଉଜାଡି ଦେଲା । କଥାରେ ଅଛି ଦଇବ ଯେତେବେଳେ ଦାଉ ସାଧିବ ତାକୁ କିଅଵା ରୋକି ହେବ । ହଁ ଆଜ୍ଞା ବଜ୍ରାଘାତ ନେଇଛି ଆଉ ଦୁଇ ଜୀବନ । ବର୍ଷା ହେଲା…

ଦୁଇ ଦିନ ପ୍ରବଳ ବର୍ଷିବ, ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଦୁଇ ଦିନ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ…

୨୮ ଯାଏ ପ୍ରବଳ ବର୍ଷା ସମ୍ଭାବନା, ଆଜି ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର : ୨୮ ଯାଏ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି । ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଉତ୍ତର ଓଡ଼ିଶା ଦେଇ ଏକ ଟ୍ରଫ ଲାଇନ ରହିଛି । ଏହା ମଧ୍ୟପ୍ରଦେଶ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଦେଇ…

୨୫ରେ ଲଘୁଚାପ: ବର୍ଷାରେ ଭିଜିବ ରଥଯାତ୍ରା, ୨ ୮ଯାଏଁ ପ୍ରବଳ କାଚିବ

ଭୁବନେଶ୍ୱର : ୨୫ରେ ଲଘୁଚାପ, ବଢ଼ିବ ବର୍ଷା । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି । ଆଜି ରାୟଗଡ଼ା…

୨୨ ଯାଏଁ ଲାଗି ରହିବ ବର୍ଷା, ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଜନଜୀବନ ପ୍ରଭାବିତ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ପାଇଁ ଦେବଗଡ଼, ଅନୁଗୁଳ…