Browsing Tag

heavy rain alert in odisha

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ୯ ଜିଲ୍ଲାରେ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦକ୍ଷିଣ-ପୂର୍ବ ଝାଡଖଣ୍ଡ ଓ ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହସହ ଜଡିତ ମେଘଖଣ୍ଡ ଓଡ଼ିଶାର କିଛି ଅଞ୍ଚଳ ଉପରେ ରହୁଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କେଉଁଠି ପ୍ରବଳ ତ ଆଉ…

ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

ଭୁବନେଶ୍ୱର (କେନ୍ୟୁଜ): ପୁଣି ରାଜ୍ୟରେ ସକ୍ରିୟ ହେବ ମୌସୁମୀ। ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷିପାରେ । ଏବେ ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଆସନ୍ତା…

ବର୍ଷା ପାଇଁ ସ୍ଥିତି ସଙ୍ଗୀନ : କେଉଁଠିକୁ ଯୋଗାଯୋଗ ବିଚ୍ଛିନ୍ନ ତ କେଉଁଠି ସ୍କୁଲରେ ଝୁଲୁଛି ତାଲା

କେନ୍ଦୁଝର/ବଲାଙ୍ଗିର/ବୌଦ୍ଧ(କେନ୍ୟୁଜ୍): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି ।…

ମେଘୁଆ ପାଗ ସହ କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି: ଆଜି ପାଇଁ ୩ ଜିଲ୍ଲା ପୁରୀ, ଗଞ୍ଜାମ ଓ ଗଜପତିକୁ ୟେଲୋ ସତର୍କତା

ଭୁବନେଶ୍ୱର(କେନ୍ୟୁଜ୍):  ଉପକୂଳରେ ବର୍ଷା। ମେଘୁଆ ପାଗ ସହ କିଛି ଅଞ୍ଚଳରେ ହାଲୁକା ବର୍ଷା। ଆଜି ପାଇଁ ୩ ଜିଲ୍ଲା ପୁରୀ, ଗଞ୍ଜାମ ଓ ଗଜପତିକୁ ୟେଲୋ ସତର୍କତା ଦିଆଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି। ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ…

ଜୁନ ୧ରୁ ସେପ୍ଟେମ୍ବର ୨୮ ମଧ୍ୟରେ ରାଜ୍ୟରେ ୧୧୮୦.୧ ମିମି ବର୍ଷା ରେକର୍ଡ, ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍): ପାର୍ବଣକୁ ଫିକା କରିବ ବର୍ଷା। ଅକ୍ଟୋବର ୧ତାରିଖରୁ ଘୂର୍ଣ୍ଣିବଳୟ ପ୍ରଭାବରେ ହେବ ବର୍ଷା। ଉତ୍ତର-ପୂର୍ବ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବରୁ ୧ରୁ ଉତ୍ତର-ଉପକୂଳରେ ବଢ଼ିବ…

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା, ଆଗାମୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘ଼ଡ଼ଘଡ଼ି ସହ ପ୍ରବଳ କାଚିବ!

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ମୌସୁମୀର ପ୍ରଭାବ ଦୁର୍ବଳ ରହିଛି । ଜାରି ରହିଛି ଗରମ ଓ ଗୁଳୁଗୁଳି । ଦିନ ତାପମାତ୍ରା ତଥା ଆର୍ଦ୍ରତା ଅଧିକ ଥିବାରୁ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା ବିସ୍ତତି । ଆଗାମୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ…

ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର…

ଭୁବନେଶ୍ୱର(କେନ୍ୟୁଜ୍):  ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଦ୍ୱାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ…

ଦଶରଥପୁର ଅଞ୍ଚଳ ପରିଦର୍ଶନ କଲେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ବନ୍ୟା ପରିସ୍ଥିତିର କଲେ ସମୀକ୍ଷା

ଯାଜପୁର ଟାଉନ: ଗତକାଲି ଠାରୁ ଯାଜପୁର ଜିଲ୍ଲାରେ ପ୍ରବାହିତ ହେଉଥିବା ବୈତରଣୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଫଳରେ ଯାଜପୁର, ଦଶରଥପୁର ଏବଂ କୋରେଇ ବ୍ଲକ ପ୍ରଭାବିତ ହୋଇଛି। ବିଶେଷକରି ଦଶରଥପୁରରେ ବିପଦ ସଂକେତ ଉପରେ ବୈତରଣୀ ନଦୀ ପ୍ରବାହିତ ହେବା ଫଳରେ କେତେକ ସ୍ଥାନରେ ନଦୀ…

ଆସୁଛି ଆଉ ଏକ ଲଘୁଚାପ: ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ, ଅତି ପ୍ରବଳ ବର୍ଷା ପାଇଁ…

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଚି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୨୪…

ଲଗାଣ ବର୍ଷାରେ ଉବୁଟୁବୁ ପୁରୀ: ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ

ପୁରୀ(କେନ୍ୟୁଜ୍): ଲଗାଣ ବର୍ଷାରେ ଉବୁଟୁବୁ ପୁରୀ। ପ୍ରବଳ ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଯୋଗୁ ସହରର ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ବଡ଼ ଦାଣ୍ଡରେ ଲହଡ଼ି ମାରୁଛି ପାଣି। ଜମି ରହିଛି ଆଣ୍ଠୁଏ ଲେଖାଏଁ ପାଣି। ଆଜି…

ଆଜିଠୁ ୧୦ ତାରିଖ ଯାଏଁ କାଚିବ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ୧୦ ତାରିଖ ଯାଏଁ ଅବିଶ୍ରାନ୍ତ ବର୍ଷା। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତସଂଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୪.୫ କିଲୋମିଟର ଯାଏ ବ୍ୟାପିଛି । ପ୍ରଭାବରେ ଆସନ୍ତା ୭ ତାରିଖରେ…

ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ: ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଚାଲିଛି । ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି । ଏହି ୯ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,…