Below header
Browsing Tag

heavy rain alert in odisha

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ଯର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ବର: ରାଜ୍ୟରେ ଚାଲିଛି ଖରା ବର୍ଷାର ଖେଳ। ଏହାରି ଭିତରେ କେତେବେଳେ ପ୍ରବଳ ଖରା ସାଙ୍ଗରୁ ଗୁଳୁକୁଳି ହେଉଛି ତ କେତେବେଳେ ହଠାତ୍ ବର୍ଷା କାଚି ଦେଉଛି। ଏସବୁ ଭିତରେ ପୁଣି ରାଜ୍ଯରେ ଦେଖା ଦେଇଛି ବର୍ଷା ସମ୍ଭାବନା । ମିଳିଥିବା ସୂଚନା ମୁତାବକ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି…

ଆସୁଛି ଆଉ ଏକ ଲଘୁଚାପ: ୨୦ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା! ଗଭୀର ସମୁଦ୍ର ମଧ୍ୟକୁ ନଯିବାକୁ…

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇଁ ୨୦ ତାରିଖରୁ ମତ୍ସ୍ୟଜୀବୀବଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।…

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା…