ସକ୍ରିୟ ରହିଛି ଗଭୀର ଅବପାତ: ୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡ଼କୁ ଗତି କରିବ । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ୨୪…