Browsing Tag

heavy rain fall in odisha

ଅଧିକ ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ, ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅଧିକ ଘନୀଭୂତ ହେଉଛି ।  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ମୁହାଁ ହେବ ।  ଆଜି ଏହା ଅବପାତର ରୂପ ନେବ ।  ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି ।  ଆଜି…

ଘନୀଭୂତ ହେଉଛି ଲଘୁଚାପ, ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସୁଛି ବଡ଼ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ । ଏହା ପରବର୍ତ୍ତୀ ସମୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ୨୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନମାନ କରିଛି…

ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ ଘୂର୍ଣ୍ଣିବଳୟ ସକ୍ରିୟ ।  ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।  ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୭ ଜିଲ୍ଲା ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା,…

୩ ଦିନ ପ୍ରବଳ ବର୍ଷିବ, ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ରହିଥିବା ବେଳେ ୧୯ତାରିଖ ବେଳକୁ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଗାଙ୍ଗେୟ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ନେଇ ପୂର୍ବାନୁମାନ…

ଆସୁଛି ଲଘୁଚାପ, ୩ ଦିନ ବର୍ଷିବ : ଆଜି ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଆଲର୍ଟ

ଭୁବନେଶ୍ୱର : ଆସୁଛି ଲଘୁଚାପ । ଆହୁରି ୩ ଦିନ ବର୍ଷିବ । ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଗାଙ୍ଗେୟ…

ଦୁର୍ବଳ ହୋଇଛି ଅବପାତ : ପ୍ରଭାବରେ ଆସନ୍ତା ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଉ ୩ ଦିନ ବର୍ଷିବ । ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଏବେ ବି ସକ୍ରିୟ ରହିଛି ଏହାର ପ୍ରଭାବ । ଉତ୍ତର ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଲଘୁଚାପର ଅବସ୍ଥିତି ରହିଛି । ଏହାର ପ୍ରଭାବରେ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା…

ଆଜି ଓଡ଼ିଶା ଛୁଇଁବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ, ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ଵର : ଆଜି ଓଡ଼ିଶା ଛୁଇଁବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ । ବର୍ତ୍ତମାନ ଅବପାତ ବେଙ୍ଗଲ ଉପକୂଳ ଓ ଉତ୍ତର-ଆନ୍ଧ୍ର ଉପକୂଳରେ ଅଛି। ଗତ ୬ ଘଣ୍ଟା ଧରି ୪ କିମି ବେଗରେ ଗତି କରୁଛି ଅବପାତ। ପୁରୀ ଠାରୁ ୪୦ କିଲୋମିଟର ଏବଂ ଗୋପାଳପୁରଠାରୁ ୬୦ କିଲୋମିଟର ଦୂରରେ ରହିଛି ଅବପାତ । ଏହା ଅଧିକ…

ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା : ୨୪ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆହୁରି ୪ ଦିନ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ଆଶଙ୍କା କରାଯାଉଛି।…

ବର୍ଷା ଆଣୁଛି ଦୁଇ ଦୁଇଟି ଲଘୁଚାପ, ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଡ଼ ବର୍ଷା ଆଣୁଛି ଦୁଇ ଦୁଇଟି ଲଘୁଚାପ । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଗୋଟିଏ ଲଘୁଚାପ ସକ୍ରିୟ ରହିଛି, ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏବେ ଉତ୍ତର ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା…

ଆଜିଠୁ ବଢ଼ିବ ବର୍ଷା, ୫ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଜିଠୁ ବଢ଼ିବ ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଆଜି କିମ୍ବା ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ଯାଏ ବର୍ଷା ଲାଗି…

ବର୍ଷାରେ ଭିଜିବ ବଡ଼ଦାଣ୍ଡ : ପୁରୀ ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୫ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ୟେଲୋ…

ବର୍ଷାରେ ଭିଜିବ ରଥଯାତ୍ରା, ଆଜି ୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର : ରଥଯାତ୍ରାରେ ବର୍ଷାରେ ଭିଜିବ ଓଡ଼ିଶା । ଆଜିଠାରୁ ବଢ଼ିପାରେ ବର୍ଷା । ଆଗାମୀ ୪ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ।…