Browsing Tag

heavy rain fall

ଗୁଜରାଟ: ଘଡ଼ଘଡ଼ି ପଡ଼ି ମରିଗଲେ ୭୧ଟି ଗୃହପାଳିତ ପ୍ରାଣୀ; ସରକାର ଦେବେ କ୍ଷତିପୂରଣ

ଗୁଜରାଟରେ ସୋମବାର ସକାଳଠାରୁ ଲାଗି ରହିଛି ଅଦିନିଆ ବର୍ଷା, ଯାହା ଲୋକଙ୍କ ସମସ୍ୟା ବଢ଼ାଇ ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ପଡ଼ି ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏଥିରେ ୨୩ ଜଣ ଆହତ ହୋଇଛନ୍ତି। ପରିସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମୃତକମାନଙ୍କ…

ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି , ନବମୀରୁ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା…

ଦଶହରାରେ ଉପକୂଳ ଓଡ଼ିଶାରେ ହାଲକା ବର୍ଷା ସମ୍ଭାବନା, ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା

କେନ୍ୟୁଜ୍(ବ୍ୟୁରୋ):ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୧ ତାରିଖ ସକାଳେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନରେ ପରିଣତ ହେବ । ଭାରତୀୟ…

ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା, ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । କେଉଁଠି ଭାରୀ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଝାଡଖଣ୍ଡ ଓ ଗାଙ୍ଗେୟ ଉପତ୍ୟାକା ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ…

ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ ବଢିବ ବର୍ଷା,୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ…

କେନ୍ୟୁଜ(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଟ୍ରାପ ଲାଇନ ସହ ଜଡ଼ିତ ଲଘୁଚାପ କ୍ଷେତ୍ର ଦକ୍ଷିଣ ପୂର୍ବ ରାଜସ୍ଥାନ ଓ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶର ପର୍ଯ୍ୟନ୍ତ ରହିଛି। ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ…

କେଉଁଠି ମୂଷଳଧାରାରେ ତ ଆଉ କେଉଁଠି ଅବିଶ୍ରାନ୍ତ ବର୍ଷୁଛି, ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ଅତ୍ୟଧିକ ସକ୍ରିୟ ହୋଇଛି । ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । କେଉଁଠି ମୂଷଳଧାରାରେ ତ ଆଉ କେଉଁଠି ଅବିଶ୍ରାନ୍ତ ବର୍ଷୁଛି । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର…

ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା: ୨୪ ଘଣ୍ଟାରେ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି।…

ସ୍ଵାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭାରି ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ସ୍ଵାଭାବିକ ସ୍ଥିତି କୁ ଫେରୁଛି ମୌସୁମୀ ।ବର୍ତ୍ତମାନ ସକ୍ରିୟ ଘୂର୍ଣ୍ଣିବଳୟ ଟି ପୂର୍ବକେନ୍ଦ୍ରୀୟ ବୋଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ରେ…

୧୧ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହେବ, ୧୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ୧୨…

ରାଜ୍ୟରେ ଆହୁରି ୪୮ ଘଣ୍ଟା ଅନୁଭୂତ ହେବ ଗୁଳୁଗୁଳି

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଲଘୁଚାପ । ୩ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ…

୧୨ ଘଣ୍ଟା ମଧ୍ୟରେ ଲଘୁଚାପ: ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା…

ବର୍ଷା ପାଇଁ ସ୍ଥିତି ସଙ୍ଗୀନ : କେଉଁଠିକୁ ଯୋଗାଯୋଗ ବିଚ୍ଛିନ୍ନ ତ କେଉଁଠି ସ୍କୁଲରେ ଝୁଲୁଛି ତାଲା

କେନ୍ଦୁଝର/ବଲାଙ୍ଗିର/ବୌଦ୍ଧ(କେନ୍ୟୁଜ୍): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି ।…