Browsing Tag

heavy rain fall

ରାଜ୍ୟରେ ତୁହାକୁ ତୁହା ବର୍ଷା: ବିଭିନ୍ନ ସ୍ଥାନରେ ସମସ୍ତ ସ୍କୁଲ ଏବଂ କଲେଜ ଛୁଟି ଘୋଷଣା କଲେ ଜିଲ୍ଲାପାଳ

କେନ୍ଦୁଝର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଗତକାଲିଠାରୁ ତୁହାତୁ ତୁହା ବର୍ଷା ଚାଲିଛି । କିଛି ସ୍ଥାନରେ ପ୍ରବଳ ଓ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ହେଉଛି । ଉପକୂଳରୁ ପଶ୍ଚିମ ଯାଏ ଜନଜୀବନ ଅସ୍ତବ୍ୟସ୍ତ । କେଉଁଠି ରାସ୍ତା ଉପରେ ତ ଆଉ କେଉଁଠି ବ୍ରିଜ୍‌ ଉପରେ ପାଣି…

ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ, ରାଜ୍ୟର ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ୟୁଜ୍): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଏବେ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…

ଆଇଏମଡିର ଆଲର୍ଟ: ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ଆଇଏମଡିର ଆଲର୍ଟ । ଆସନ୍ତା ୨ ଦିନ ଦେଶର ୨୫ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଝାଡଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁକାଶ୍ମୀର, ମଧ୍ୟପ୍ରଦେଶ, ଛତିଶଗଡ, ପଶ୍ଚିମବଙ୍ଗ ଓ ଓଡ଼ିଶାରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବ ।…

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବହିପାରେ ପବନ

କେନ୍ୟୁଜ୍(ବ୍ୟୁରୋ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରାଜ୍ୟର ବହୁ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇଛି। ବାୟୂମଣ୍ଡଳ ନିମ୍ନ ଭାଗରେ ଏକ ଗୁରୁଚାପ ବଳୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ…

୨୬ରୁ ବଢ଼ିବ ଝଡ଼ବର୍ଷା ପ୍ରକୋପ, ୨୭ରେ ଉତ୍ତର ଓଡି଼ଶା ଓ ଉପକୂଳ ଓଡି଼ଶାରେ ପ୍ରବଳ ବର୍ଷା !

ଭୁବନେଶ୍ୱର (କେନ୍ୟୁଜ): ବର୍ଷା ଆଣୁଛି ପଶ୍ଚିମା ଝଡ଼ । ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଛି । ଦେଶର ଉତ୍ତର ପଶ୍ଚିମ ଭାରତରେ ବର୍ଷା ହୋଇଥିବା ବେଳେ ଗତକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୨୭ ତାରିଖରୁ ଏହାର ପ୍ରଭାବ ଓଡ଼ିଶାରେ ବଢ଼ିବ । ଆଜି କିଛି ଜିଲ୍ଲାରେ…

ଆଜି ଲଘୁଚାପ, ଆସନ୍ତା ୨୪ରେ ବାତ୍ୟା! ଏହି ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପସାଗରରେ ହେବ ବାତ୍ୟା । ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଜି ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର । ୨୨ ତାରିଖ ସକାଳେ…

୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା

କେନ୍ୟୁଜ୍(ବ୍ୟୁରୋ): ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଉପରିଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ଝିପିଝିପି ବର୍ଷା । ଆଜି ବଢ଼ିବ ବିସ୍ତୃତି । ଦକ୍ଷିଣ ଉପକୂଳ ଓଡ଼ିଶା ଓ ବାକି ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ ଘଣ୍ଟାରେ…

ଜୁନ ୧ରୁ ସେପ୍ଟେମ୍ବର ୨୮ ମଧ୍ୟରେ ରାଜ୍ୟରେ ୧୧୮୦.୧ ମିମି ବର୍ଷା ରେକର୍ଡ, ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍): ପାର୍ବଣକୁ ଫିକା କରିବ ବର୍ଷା। ଅକ୍ଟୋବର ୧ତାରିଖରୁ ଘୂର୍ଣ୍ଣିବଳୟ ପ୍ରଭାବରେ ହେବ ବର୍ଷା। ଉତ୍ତର-ପୂର୍ବ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବରୁ ୧ରୁ ଉତ୍ତର-ଉପକୂଳରେ ବଢ଼ିବ…

ଭିଜୁଛି ଓଡ଼ିଶା, ୧୩ ତାରିଖ ଯାଏ ଲାଗି ରହିବ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଏବେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆହୁରି ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଅବପାତ ରୂପ ନେବା ସମ୍ଭାବନା ରହିଛି । ଏହାର…

ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର…

ଭୁବନେଶ୍ୱର(କେନ୍ୟୁଜ୍):  ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଦ୍ୱାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ…

ଲଗାଣ ବର୍ଷାରେ ଫୁଲୁଛି ବୈତରଣୀ, ବିପଦ ସଙ୍କେତ ଉପରେ ରହିଛି ଜଳକା ନଦୀର ଜଳସ୍ତର

ଆନନ୍ଦପୁର (କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା। ଫୁଲୁଛି ବୈତରଣୀ। ଆନନ୍ଦପୁର ରାଜଘାଟଠାରେ ବୈତରଣୀ ନଦୀ ଜଳସ୍ତର ୩୫.୭୪୦ ମିଟର ରହିଛି। ଏଠାରେ ବୈତରଣୀ ନଦୀର ସତର୍କ ସୂଚନା ୩୭.୪୪୫ ମିଟର ଥିବାବେଳେ ବିପଦ ସଙ୍କେତ ରହିଛି ୩୮.୩୬୦ ମିଟର। ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି…

ଦୁଇ ଦିନ ଧରି ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି, ଗାଁ ଭିତରେ ପାଣି ଓ ବହୁ ଚାଷ ଜମି ଜଳମଗ୍ନ

କଳାହାଣ୍ଡି(କେନ୍ୟୁଜ୍): ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି। ଦୁଇ ଦିନ ଧରି ଲଗାଣ ବର୍ଷା ଫଳରେ ଜୟପାଟଣା ବ୍ଲକର ହାତୀନଦୀ କୂଳରେ ଥିବା ବାନେର, ପିପଲଗୁଡା, କାଦୋପଦର ଗାଁରେ ବନ୍ୟାପାଣି ଘରେ ଘରେ ପଶିଛି। ସେହିଭଳି କଲମପୁର ବ୍ଲକର ପୋରୁଆଗୁଡା, ମାଟିଖାଲ, ବାଲିଛଡା, କର୍ମେଲ ଗାଁରେ ବନ୍ୟାଜଳ…