Below header
Browsing Tag

heavy rain fall

ଲଗାଣ ବର୍ଷାରେ ଉବୁଟୁବୁ ପୁରୀ: ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ

ପୁରୀ(କେନ୍ୟୁଜ୍): ଲଗାଣ ବର୍ଷାରେ ଉବୁଟୁବୁ ପୁରୀ। ପ୍ରବଳ ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଯୋଗୁ ସହରର ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ବଡ଼ ଦାଣ୍ଡରେ ଲହଡ଼ି ମାରୁଛି ପାଣି। ଜମି ରହିଛି ଆଣ୍ଠୁଏ ଲେଖାଏଁ ପାଣି। ଆଜି…

ପାଣିପାଗ ବିଭାଗର ଆକଳନ: କାଲିଠାରୁ ବଢିବ ବର୍ଷାର ପରିମାଣ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ କାଲିଠାରୁ ବର୍ଷାର ପରିମାଣ ବଢିବ। ଗତ ୨୪ଘଣ୍ଟା ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅନ୍ୟ ଜିଲ୍ଲା ମାନଙ୍କରେ ବିକ୍ଷିପ୍ତ ବର୍ଷା ହୋଇଛି।…

ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ: ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଚାଲିଛି । ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି । ଏହି ୯ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,…

ସୋସିଆଲ ମିଡିଆରେ ଯୁବତୀଙ୍କୁ ବ୍ଲାକମେଲ କରୁଥିବା ଯୁବକ ଗିରଫ: ମାଧ୍ୟମ ସାଜିଥିଲା ଇନଷ୍ଟାଗ୍ରାମ

ଯାଜପୁର (କେନ୍ୟୁଜ): ପ୍ରଥମେ ଯୁବତୀଙ୍କ ଫଟୋ ଲଗାଇ ଫେକ ଆଇଡ଼ି ତିଆରି କରିବା, ଇନଷ୍ଟାଗ୍ରାମରେ ଚାଟିଂ କରିବା, ଅଶ୍ଲିଳ ଫଟୋ ଭାଇରାଲ କରିବା ପାଇଁ ଧମକ ଦେବା ଆଦି ଅଭିଯୋଗରେ ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ। ଗିରଫ ଯୁବକ ଭଦ୍ରକ ଜିଲ୍ଲା ବାଂସଡା ଥାନା…

ଲଘୁଚାପ ଆଣୁଛି ବଡ଼ ବର୍ଷା: ଓଡ଼ିଶାରେ କାଲିଠାରୁ କାଚିବ

ଭୁବନେଶ୍ବର(କେନ୍ୟୁଜ୍):  ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରୀ ଘନୀଭୂତ…

ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ, ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଦେଢ଼ ସପ୍ତାହ ହେଲା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ । ଦୁଇଟି ଲଘୁଚାପ ପ୍ରଭାବରେ ୧୭ ତାରିଖ ଯାଏ କେତେକ ସ୍ଥାନରେ ମଧ୍ୟମ ଓ ଅନ୍ୟ କିଛି…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା, ୨୭ ତାରିଖ ଯାଏ ଚାଲିବ

ଭୁବନେଶ୍ବର(କେନ୍ୟୁଜ୍):  ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ…

ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍‌):ଦିନରେ ଖରା, ରାତିରେ ବର୍ଷା । ଆସନ୍ତା ୨ଦିନ ପାଇଁ ରାଜ୍ୟକୁ କାଳବୈଶାଖୀ ସତର୍କତା । ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ବଲାଙ୍ଗିରରେ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ଆସନ୍ତା ୩ରୁ୪ ଦିନ ଭିତରେ ହୋଇପାରେ ସୃଷ୍ଟି

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଲଘୁଚାପ ସମ୍ଭାବନା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆସନ୍ତା ୩/୪ ଦିନ ଭିତରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ନେଇ ପୂର୍ବାନୁମାନ କରିଛି IMD । ଆସନ୍ତା ଦୁଇ ସପ୍ତାହ ପାଇଁ IMD ଜାରି କରିଥିବା ଏକ୍ସଟେଣ୍ଡେଡ ଫୋରକାଷ୍ଟରେ…

୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖରେ ପାଗ ଶୁଖିଲା ରହିବ । ୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ…

କାଲିଠୁ ବର୍ଷାରେ ଭିଜିବ ଓଡ଼ିଶା: ଦୁଇଦିନ ଧରି କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି

କେନ୍ୟୁଜ୍(ବ୍ୟୁରୋ):  କାଲିଠୁ ବର୍ଷାରେ ଭିଜିବ ଓଡ଼ିଶା। ପଶ୍ଚିମା ଝଡ଼ ପ୍ରଭାବ ଏବଂ ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମୁହାଁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୂ ପ୍ରଭାବରେ ହେବ ବର୍ଷା। ଦୁଇଦିନ ଧରି କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୪ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷାର…

ବଙ୍ଗୋପସାଗରରେ ଉତ୍ତର ପୂର୍ବ କେନ୍ଦ୍ରୀୟ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ୬ ରୁ ୭ ତାରିଖ ଯାଏଁ ରହିବ ବର୍ଷାର…

କେନ୍ୟୁଜ୍(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର ପୂର୍ବ, ପୂର୍ବ-କେନ୍ଦ୍ରୀୟ ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ରାଜ୍ୟରେ ୬ ଓ ୭ ତାରିଖରେ ଏହାର…